Wednesday, April 8, 2026
34.5 C
Odisha

    ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମାସିକ ମିଳିବ ୩୦ ହଜାର

    ଆଗକୁ ପଢନ୍ତୁ

    ରାଜ୍ୟ ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ମିଳିବ। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।
    ତେବେ ରାଜ୍ୟରେ ବର୍ତ୍ତମାନ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଅଛନ୍ତି। ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ଦେବେ ରାଜ୍ୟ ସରକାର। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.5 ° C
    34.5 °
    34.5 °
    23 %
    0.5kmh
    0 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ