Wednesday, July 15, 2026
28.3 C
Odisha

    ରାଜ୍ୟ ସରକାରଙ୍କ ବଡ଼ ଘୋଷଣା : ସ୍କୁଲ୍‌ ପିଲାଙ୍କୁ ଦେବାକୁ ପଡିବନି ବସ୍‌ ଭଡ଼ା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ ଦିଆଯିବ । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ ପ୍ରଦାନ କରିଛନ୍ତି। ଏ ନେଇ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଡ୍ରପ ଆଉଟ ହ୍ରାସ କରିବାକୁ ଆରମ୍ଭ ହେବ ମାଗଣା ବସ୍‌ ସେବା। ଉଭୟ ଏସି ଓ ନନ ଏସି ବସ୍‌ରେ ଏହି ସେବା ଲାଗୁ ହେବ। ବସ୍‌ରେ ଯାତ୍ରା ବେଳେ ୟୁନିଫର୍ମରେ ରହିବା ସହ ଆଇକାର୍ଡ ପକାଇବେ ଛାତ୍ରୀଛାତ୍ର। ବର୍ତ୍ତମାନ OSRTC ବସ୍‌ ରୁଟ ଓ ଟାଇମିଂରେ ସଂଶୋଧନ କରିବ । ସଂଶୋଧିତ ରଟ୍‌ରେସର୍ବାଧିକ ସ୍କୁଲ ଥିବା ରାସ୍ତାକୁ ସାମିଲ କରାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.3 ° C
    28.3 °
    28.3 °
    73 %
    1.9kmh
    99 %
    Wed
    27 °
    Thu
    31 °
    Fri
    28 °
    Sat
    26 °
    Sun
    24 °

    ସମ୍ବନ୍ଧିତ