Sunday, February 1, 2026
24.7 C
Odisha

    ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି, ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀଙ୍କୁ  ଦୀପାବଳି ଭେଟି । ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା ।  ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା ।  ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    31 %
    1.9kmh
    93 %
    Sun
    23 °
    Mon
    31 °
    Tue
    31 °
    Wed
    32 °
    Thu
    33 °

    ସମ୍ବନ୍ଧିତ