Monday, September 14, 2026
28.8 C
Odisha

    ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି, ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀଙ୍କୁ  ଦୀପାବଳି ଭେଟି । ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା ।  ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା ।  ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.8 ° C
    28.8 °
    28.8 °
    73 %
    0.4kmh
    58 %
    Mon
    31 °
    Tue
    31 °
    Wed
    31 °
    Thu
    31 °
    Fri
    31 °

    ସମ୍ବନ୍ଧିତ