Sunday, August 2, 2026
25.5 C
Odisha

    ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ : ସଂସ୍କୃତି ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟ ସଂଗ୍ରହାଳୟ ସାଧାରଣତଃ ସନ୍ଧ୍ୟା ସାଢ଼େ ୫ଟା ଯାଏ ଖୋଲା ରହିଥାଏ। ଜାନୁଆରୀ ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଭୁବନେଶ୍ଵର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଆୟୋଜିତ ହେବ। ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାଜ୍ୟ ସଂଗ୍ରହାଳୟ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ। ଆଜି ଏନେଇ ସୂଚନା ଦେଇଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.5 ° C
    25.5 °
    25.5 °
    89 %
    1.3kmh
    82 %
    Sun
    31 °
    Mon
    31 °
    Tue
    30 °
    Wed
    29 °
    Thu
    30 °

    ସମ୍ବନ୍ଧିତ