Monday, June 22, 2026
36 C
Odisha

    ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ  : ପ୍ରଥମ ରାଷ୍ଟ୍ରପତି ଭାବେ ଆଜି ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ । ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ରାଫେଲରେ ଉଡିଛନ୍ତି ରାଷ୍ଟ୍ରପତି । ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡାଣ ଭରିଛନ୍ତି ରାଷ୍ଟ୍ରପତି । ଏହି ସମୟରେ ଉପସ୍ଥିତ ରହିଥିଲେ ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର ।

    ରାଷ୍ଟ୍ରପତି ଯେଉଁ ରାଫେଲରେ ଉଡାଣ ଭରିଛନ୍ତି ତାହା ଅପରେସନ ସିନ୍ଦୂର ସମୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା । ୧୭ତମ ରାଫେଲ ସ୍କ୍ୱାଡ୍ରନ୍‌ ପାକିସ୍ତାନୀ ଆତଙ୍କବାଦୀ ଶିବରକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଥିଲା । ପୂର୍ବରୁ ୨୦୨୩ରେ ସୁଖୋଇ ଫାଇଟର ଜେଟରେ ଉଡାଣ ଭରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    36 ° C
    36 °
    36 °
    34 %
    4kmh
    62 %
    Mon
    35 °
    Tue
    33 °
    Wed
    40 °
    Thu
    39 °
    Fri
    34 °

    ସମ୍ବନ୍ଧିତ