Saturday, June 20, 2026
30.7 C
Odisha

    ରାମଦୋଳିରୁ ଖସିପଡ଼ି ଗୋଟିଏ ପରିବାରର ୪ ସଦସ୍ୟ ଆହତ

    ଆଗକୁ ପଢନ୍ତୁ

    ରାଉରକେଲା: ରାଉରକେଲା ଦୁର୍ଗାପୂଜାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ସେକ୍ଟର-୬ ଟେଲିଫୋନ ଭବନ ପକ୍ଷରୁ ଆୟୋଜିତ ଦୁର୍ଗାପୂଜା ମେଳାରେ ରାମଦୋଳିରୁ ଖସିପଡି ଗୋଟିଏ ପରିବାରର ୪ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣେ ନାବାଳିକା ଅଛନ୍ତି। ଏହି ସମୟରେ ସେଠାରେ ଉପସ୍ଥିତ ଜୋନ୍‌-୧ ଡିଏସ୍‌ପି ପୁଷ୍ପାରାଣୀ ନିନ୍‌ଗୀ, ସେକ୍ଟର-୭ ଥାନା ପୋଲିସ, ପୂଜା କମିଟି ସଦସ୍ୟ ଏବଂ ସ୍ଥାନୀୟ ଲୋକମାନେ ସେମାନଙ୍କୁ ଉଦ୍ଧାର କରି ସେକ୍ଟର-୧୯ ସ୍ଥିତ ଆଇଜିଏଚ୍‌ରେ ଭର୍ତ୍ତି କରିଛନ୍ତି। ତେବେ ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନେ କିପରି ଦୋଳିରୁ ଖସିପଡିଲେ ତାର ତଦନ୍ତ କରାଯାଉଛି ବୋଲି ଡିଏସ୍‌ପି ନିନଗୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30.7 ° C
    30.7 °
    30.7 °
    59 %
    0.8kmh
    96 %
    Sat
    38 °
    Sun
    34 °
    Mon
    35 °
    Tue
    38 °
    Wed
    41 °

    ସମ୍ବନ୍ଧିତ