Tuesday, December 30, 2025
14.2 C
Odisha

    ରାଷ୍ଟ୍ରପତିଙ୍କୁ ଭେଟିଲେ ୩ସେନା ମୁଖ୍ୟ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଅପରେସନ ସିନ୍ଦୂର ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ୩ସେନାର ମୁଖ୍ୟ । ଆଜି ପ୍ରତିରକ୍ଷା ମୁଖ୍ୟ ଜେନେରାଲ ଅନିଲ ଚୌହାନ, ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ, ବାୟୁସେନା ମୁଖ୍ୟ ଏ.ପି ସିଂହ ଏବଂ ନୌସେନା ମୁଖ୍ୟ ଆଡମିରାଲ ଦିନେଶ କେ.ତ୍ରିପାଠୀ ରାଷ୍ଟ୍ରପତିଙ୍କୁ ଭେଟି ଅପରେସନ ସିନ୍ଦୂର ସମ୍ପର୍କରେ ଅବଗତ କରାଇଛନ୍ତି । ରାଷ୍ଟ୍ରପତି ସଶସ୍ତ୍ର ବାହିନୀର ସାହସ ଓ ସମର୍ପଣକୁ ପ୍ରଶଂସା କରିଛନ୍ତି । ଯାହା ଆତଙ୍କବାଦ ପ୍ରତି ଭାରତର କାର୍ଯ୍ୟାନୁଷ୍ଠାକୁ ଏକ ଚମତ୍କାର ସଫଳତା ବୋଲି କୁହାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    14.2 ° C
    14.2 °
    14.2 °
    38 %
    1.5kmh
    0 %
    Mon
    14 °
    Tue
    28 °
    Wed
    29 °
    Thu
    29 °
    Fri
    29 °

    ସମ୍ବନ୍ଧିତ