Saturday, July 4, 2026
24.1 C
Odisha

    ରାଷ୍ଟ୍ରପତିଙ୍କୁ ଭେଟିଲେ ୩ସେନା ମୁଖ୍ୟ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଅପରେସନ ସିନ୍ଦୂର ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ୩ସେନାର ମୁଖ୍ୟ । ଆଜି ପ୍ରତିରକ୍ଷା ମୁଖ୍ୟ ଜେନେରାଲ ଅନିଲ ଚୌହାନ, ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ, ବାୟୁସେନା ମୁଖ୍ୟ ଏ.ପି ସିଂହ ଏବଂ ନୌସେନା ମୁଖ୍ୟ ଆଡମିରାଲ ଦିନେଶ କେ.ତ୍ରିପାଠୀ ରାଷ୍ଟ୍ରପତିଙ୍କୁ ଭେଟି ଅପରେସନ ସିନ୍ଦୂର ସମ୍ପର୍କରେ ଅବଗତ କରାଇଛନ୍ତି । ରାଷ୍ଟ୍ରପତି ସଶସ୍ତ୍ର ବାହିନୀର ସାହସ ଓ ସମର୍ପଣକୁ ପ୍ରଶଂସା କରିଛନ୍ତି । ଯାହା ଆତଙ୍କବାଦ ପ୍ରତି ଭାରତର କାର୍ଯ୍ୟାନୁଷ୍ଠାକୁ ଏକ ଚମତ୍କାର ସଫଳତା ବୋଲି କୁହାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    95 %
    1.3kmh
    100 %
    Sat
    27 °
    Sun
    26 °
    Mon
    26 °
    Tue
    32 °
    Wed
    31 °

    ସମ୍ବନ୍ଧିତ