Saturday, April 11, 2026
24 C
Odisha

    ରାଷ୍ଟ୍ରପତିଙ୍କ ଦ୍ଵାରା ରାଜ୍ୟସଭାକୁ ୪ ମନୋନୀତ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ରାଜ୍ୟସଭାକୁ ୪ ମନୋନୀତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟସଭା ପାଇଁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କରିଛନ୍ତି। ସରକାରୀ ଓକିଲ ଉଜ୍ବଳ ଦେବରାଓ ନିକମ , କେରଳର ବରିଷ୍ଠ ସମାଜସେବୀ ଏବଂ ଶିକ୍ଷାବିତ୍ ସି.ସଦାନନ୍ଦନ ମାଷ୍ଟର, ଭାରତର ପୂର୍ବତନ ବୈଦେଶିକ ସଚିବ ହର୍ଷ ବର୍ଦ୍ଧନ୍ ଶ୍ରୀଙ୍ଗଲା ଏବଂ ପ୍ରଖ୍ୟାତ ଐତିହାସିକ ମିନାକ୍ଷୀ ଜୈନ୍ ଙ୍କୁ ରାଜ୍ୟସଭା ସାଂସଦ ଭାବେ ମନୋନୀତ କରାଯାଇଛି। ପୂର୍ବରୁ ମନୋନୀତ ସଦସ୍ୟଙ୍କ ଅବସର ଯୋଗୁଁ ଖାଲି ପଡିଥିବା ଆସନକୁ ଦୃଷ୍ଟିରେ ରଖି ଏହି ନାମାଙ୍କନ କରାଯାଇଛି। ଏ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24 ° C
    24 °
    24 °
    48 %
    1.4kmh
    0 %
    Sat
    38 °
    Sun
    40 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ