Wednesday, April 15, 2026
40 C
Odisha

    ରାଷ୍ଟ୍ରୀୟ ଶୋକ ଘୋଷଣା ସମୟରେ ଛାତ୍ରୀମାନଙ୍କ ସହ ମିଶି ଝୁମିଲେ ଶିକ୍ଷୟିତ୍ରୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ପରଲୋକରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। । ଗତକାଲି ଦିଲ୍ଲୀର ନିଗମବୋଧ ଘାଟରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ ଡ. ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଯାଇଛି। ମନମୋହନଙ୍କ ବିୟୋଗରେ ଜାନୁଆରି ପହିଲା ପର୍ଯ୍ୟନ୍ତ କେନ୍ଦ୍ର ସରକାର ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ଏହି ସମୟରେ ସାରା ଦେଶରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ ବୋଲି ସୂଚିତ କରାଯାଇଛି। ଏଭଳି ସମୟରେ ମଧ୍ୟପ୍ରଦେଶର ଏକ ସ୍କୁଲରୁ ଶିକ୍ଷୟିତ୍ରୀ ଓ କିଛି ଛାତ୍ରୀମାନେ ମିଶି ନୃତ୍ୟ କରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓକୁ ନେଇ ବିଭିନ୍ନ ମହଲରେ ତୀବ୍ର ସମାଲୋଚନା କରଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    40 ° C
    40 °
    40 °
    15 %
    0.3kmh
    0 %
    Wed
    42 °
    Thu
    43 °
    Fri
    44 °
    Sat
    44 °
    Sun
    45 °

    ସମ୍ବନ୍ଧିତ