Friday, April 3, 2026
39.1 C
Odisha

    ରାସ୍ତା ମଝିରେ ଜଳିଗଲା ଆମ ବସ, ସବୁ ଯାତ୍ରୀ ସୁରକ୍ଷିତ

    ଆଗକୁ ପଢନ୍ତୁ

    ଖୋର୍ଦ୍ଧା: ହୁ ହୁ ହୋଇ ଜଳିଗଲା ଆମ ବସ୍ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ରାସ୍ତାମଝିରେ ଜଳିଗଳା ଆମ ବସ । କଟକରୁ ଖୋର୍ଦ୍ଧା ଯାଉଥିବା ସମୟରେ ୧୬ ନମ୍ବର ଜାତୀୟ ରାଜପଥର ଗଡ଼ ଖୋର୍ଦ୍ଧା ନିକଟରେ ଗୁରୁବାର ଏହି ଅଘଟଣ ଘଟିଛି । ତେବେ ବସ୍ ଭିତରୁ ସବୁ ଯାତ୍ରୀ ସୁରକ୍ଷିତ ବାହାରି ଯାଇଥିବା ସୂଚନା ମିଳିଛି । ଅଘଟଣରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ