Thursday, September 17, 2026
24.8 C
Odisha

    ରାସ୍ତା ମଝିରେ ହୁହୁ ହୋଇ ଜଳିଗଲା ହାଇୱା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

    ଆଗକୁ ପଢନ୍ତୁ

    ଘଟଗାଁ  : ରାସ୍ତା ମଝିରେ ହୁହୁ ହୋଇ ଜଳିଗଲା ହାଇୱା । କେନ୍ଦୁଝର ହରିଚନ୍ଦନପୁର ଥାନା ଅନ୍ତର୍ଗତ ଟାଙ୍ଗରିଆପାଳ ଗାଁ ନିକଟରେ ଏକ ହାଇୱାରେ ନିଆଁ ଲାଗିଯାଇଥିଲା ।  ହାଇୱାଟି ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି । ଗାଡିଟି ଯାଜପୁର ଜିଲ୍ଲାରୁ ହରିଚନ୍ଦନପୁର ଅଭିମୁଖେ ଯାଉଥିବା ବେଳେ ହଠାତ୍ ନିଆଁ ଲାଗିଯାଇଥିଲା ।  ତେବେ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭର । ଖବରପାଇ ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିଥିଲେ ।  ତେବେ ହାଇୱାରେ କିପରି ନିଆଁ ଲାଗିଲା ସେନେଇ କାରଣ ଜଣାପଡିନି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.8 ° C
    24.8 °
    24.8 °
    85 %
    1kmh
    5 %
    Thu
    32 °
    Fri
    31 °
    Sat
    32 °
    Sun
    30 °
    Mon
    31 °

    ସମ୍ବନ୍ଧିତ