Saturday, April 11, 2026
37.5 C
Odisha

    ରିଜର୍ଭ ପୋଲିସ ପଡିଆରେ ୬୨ତମ ଗୃହରକ୍ଷୀ ଦିବସ ପାଳିତ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଜଜାଙ୍ଗ ସ୍ଥିତ ରିଜର୍ଭ ପୋଲିସ ପଡିଆରେ ଆଜି ୬୨ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି ।  ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ କେନ୍ଦ୍ରାପଡ଼ା ଜିଲା ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ ଯୋଗଦେଇ ପରେଡ୍ ରେ ଅଭିବାଦନ ଗ୍ରହଣ କରିଥିଲେ ।  ଏହି ଅବସରରେ ଏସ୍ପି ବିଶିଷ୍ଟ ବ୍ୟକ୍ତିମାନଙ୍କ ବାର୍ତ୍ତା ପଢିବା ସହିତ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଗୃହରକ୍ଷୀ ମାନଙ୍କ ଭୂମିକା କୁ ପ୍ରସଂଶା କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.5 ° C
    37.5 °
    37.5 °
    10 %
    4.3kmh
    0 %
    Sat
    37 °
    Sun
    41 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ