Friday, October 2, 2026
22.9 C
Odisha

    ରୁପାଲି ଛକରେ ଅଟୋକୁ ଧକ୍କା ଦେଲା ଆମ ବସ୍ , ଅଟୋ ଚାଳକଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ଅଟୋକୁ ଧକ୍କା ଦେଲା ଆମ ବସ୍ । ଘଟଣାସ୍ଥଳରେ ଅଟୋ ଚାଳକଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ବର ରୁପାଲି ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଅଟୋ ପଛପଟେ ଆସି ଧକ୍କା ଦେଇଥିଲା ଆମ ବସ୍ । ଅଟୋରେ ମୋଟ ୩ ଜଣ ଥିଲେ । ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ମହିଳା ଯାତ୍ରୀ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଛି । ଭୁବନେଶ୍ବର ଡିସିପି ପହଂଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛନ୍ତି । ଦୁର୍ଘଟଣା ଘଟାଇଥିବା ବସଟି ରୁଟ୍ ନମ୍ବର -୩୨ ର ବୋଲି ଜଣାପଡିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ