Friday, November 27, 2026
23.7 C
Odisha

    ରୁପା ଦାମ୍ ଖସିଲାବେଳେ ବଢିଲା ସୁନା ଦର

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୬,୫୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୬,୦୦୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୯୪,୯୧୦ ଟଙ୍କା ରହିଛି ।

    ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୨୬,୫୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୫,୪୦୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୨୬,୫୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୫,୪୦୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୨୬,୬୬୦ ଟଙ୍କା ଓ ୨୨ କ୍ୟାରଟେ ୧,୧୬,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୨୬,୫୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୫,୪୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୬,୫୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୫,୪୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୭୦,୦୦୦ ଟଙ୍କା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.7 ° C
    23.7 °
    23.7 °
    50 %
    1.1kmh
    1 %
    Fri
    24 °
    Sat
    24 °
    Sun
    24 °
    Mon
    25 °
    Tue
    25 °

    ସମ୍ବନ୍ଧିତ