ଭୁବନେଶ୍ବର : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୬,୦୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୪,୬୯୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧,୦୨,୦୨୦ ଟଙ୍କା ରହିଛି ।
ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୩୬,୦୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୪,୬୯୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୩୬,୦୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୪,୬୯୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୩୬,୧୯୦ ଟଙ୍କା ଓ ୨୨ କ୍ୟାରଟେ ୧,୨୪,୮୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୩୬,୦୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୪,୬୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୬,୦୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୪,୬୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୮୯,୯୦୦ ଟଙ୍କା ହୋଇଛି ।
