ଭୁବନେଶ୍ବର : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୫,୮୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୫,୪୦୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୯୨,୪୫୦ ଟଙ୍କା ରହିଛି ।
ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୨୫,୮୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୫,୪୦୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୨୫,୮୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୫,୪୦୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୨୩,୪୨୦ ଟଙ୍କା ଓ ୨୨ କ୍ୟାରଟେ ୧,୧୩,୧୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୨୫,୮୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୫,୪୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୫,୮୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୫,୪୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୯୦,୦୦୦ ଟଙ୍କା ହୋଇଛି ।
