Thursday, November 5, 2026
23.9 C
Odisha

    ରୁପା ଦାମ୍ ସ୍ଥିର ଥିବାବେଳେ ହୁ ହୁ ହୋଇ ବଢ଼ିଲା ସୁନା ଦର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୨,୮୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୯୧୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧୦,୬୬୯ ଟଙ୍କା ରହିଛି ।

    ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୪୨,୮୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୯୧୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୪୨,୮୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୯୧୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୨,୯୬୦ ଟଙ୍କା ଓ ୨୨ କ୍ୟାରଟେ ୧,୩୧,୦୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୨,୮୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୦,୯୧୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୨,୮୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୦,୯୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୯୯,୯୦୦ ଟଙ୍କା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.9 ° C
    23.9 °
    23.9 °
    87 %
    1.1kmh
    92 %
    Thu
    27 °
    Fri
    27 °
    Sat
    27 °
    Sun
    26 °
    Mon
    27 °

    ସମ୍ବନ୍ଧିତ