Wednesday, November 11, 2026
25.5 C
Odisha

    ରୁପା ଦାମ୍ ସ୍ଥିର ଥିଲାବେଳେ କମିଲା ସୁନା ଦର, ଜାଣି ନିଅନ୍ତୁ ମୂଲ୍ୟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୨,୬୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୭୯୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧,୦୭,୦୧୦ ଟଙ୍କା ରହିଛି ।

    ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୪୨,୬୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୭୯୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୪୨,୬୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୭୯୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୨,୮୩୦ ଟଙ୍କା ଓ ୨୨ କ୍ୟାରଟେ ୧,୩୦,୯୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୨,୬୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୦,୭୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୨,୬୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୦,୭୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୦୪,୯୦୦ ଟଙ୍କା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.5 ° C
    25.5 °
    25.5 °
    58 %
    1.3kmh
    0 %
    Wed
    27 °
    Thu
    26 °
    Fri
    26 °
    Sat
    27 °
    Sun
    27 °

    ସମ୍ବନ୍ଧିତ