Thursday, October 8, 2026
22.5 C
Odisha

    ରେଳ ଧାରଣା ପାର ହେଉଥିବାବେଳେ ଧକ୍କା ଦେଲା ଟ୍ରେନ୍, ୨ ମୃତ

    ଆଗକୁ ପଢନ୍ତୁ

    ଜଳେଶ୍ବର : ଟ୍ରେନ୍ ରେ କଟି ୨ ମୃତ । ବାଲେଶ୍ବର ଜଳେଶ୍ବର ଅନ୍ତର୍ଗତ ବାଘାବାଳି ରେଳ ଫାଟକ ନିକଟରେ ଧକ୍କା ଦେଲା ଟ୍ରେନ୍ । ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା ଅଛନ୍ତି । ଗତକାଲି ରାତିରେ ରେଳ ଧାରଣା ପାର ହେଉଥିବାବେଳେ ଉଭୟଙ୍କୁ ଧକ୍କା ଦେଇଥିଲା ଟ୍ରେନ୍ । ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା । ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ। ଖବର ପାଇ ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.5 ° C
    22.5 °
    22.5 °
    88 %
    1.7kmh
    0 %
    Wed
    22 °
    Thu
    30 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ