Saturday, September 26, 2026
24.6 C
Odisha

    ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର, ୯ ରେ ଜୟପୁରରୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ସୁଭଦ୍ରାର ତୃତୀୟ କିସ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର । SHGରୁ ବିନା ସୁଧରେ 10 ଲକ୍ଷ ଟଙ୍କା ଋଣ ଯୋଗାଇଦେବାକୁ ସରକାର ଦେବେ ପ୍ରାଥମିକତା। ସୁଭଦ୍ରା ଭଉଣୀଙ୍କ ସହ ଆଜି ଭିଡିଓ କନଫରେନ୍ସ ମାଧ୍ୟମରେ ଆଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । SHGରୁ ମିଳୁଥିବା ବିନା ସୁଧ ଋଣ ଯୋଗାଇ ବର୍ଷକରେ ଲକ୍ଷପତିଙ୍କୁ କୋଟିପତି ଦିଦି କରାଯିବ ସେନେଇ ସରକାର ଗୁରୁତ୍ୱ ଦେଉଛନ୍ତି । ଆସନ୍ତା 9 ରେ ଜୟପୁରରେ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ସୁଭଦ୍ରାର ତୃତୀୟ କିସ୍ତି । କୋଟିଏରୁ ଅଧିକ ମହିଳା ସୁଭଦ୍ରା ସହାୟତା ମିଳିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    90 %
    2.2kmh
    100 %
    Sat
    31 °
    Sun
    30 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ