Friday, October 2, 2026
23.8 C
Odisha

    ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ ଗିରଫ କରିଛି । ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଥିବା ବେଳେ ଲକ୍ଷ୍ମୀସାଗର ପୋଲିସ ଏନେଇ ତଦନ୍ତ ଚଳାଇଥିଲା।

    ତେବେ ପୋଲିସ ତଦନ୍ତରୁ ଜଣାପଡିଛି ଯେ ଅଭିଯୁକ୍ତ ଏବଂ ପୀଡିତା ଦୁହେଁ ବୁଦ୍ଧନଗର ଅଞ୍ଚଳରେ ଭଡ଼ାଘରେ ଲିଭ-ଇନରେ ରହୁଥିଲେ । ତାଙ୍କ ବିନା ଇଚ୍ଛାରେ ତାଙ୍କ ସହ ଜୋର ଜବରଦସ୍ତ କରିଥିବା ନେଇ ପୀଡିତା ଲକ୍ଷ୍ମୀସାଗର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏହାପରେ ପୋଲିସ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.8 ° C
    23.8 °
    23.8 °
    79 %
    1.6kmh
    13 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ