Saturday, April 11, 2026
27.5 C
Odisha

    ଲକ୍ଷ୍ମୀ ବସ୍‌ ଡ୍ରାଇଭର,କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା ଜିଲା ରାଜନଗରର ମହୁଲିଆ ପଞ୍ଚାୟତର କଣି ଛକରେ ଦୁର୍ଘଟଣାକୁ ନେଇ ଲକ୍ଷ୍ମୀ ବସ୍‌ ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ସ୍ଥାନୀୟ ଲୋକେ। ଗୁରୁତର ଅବସ୍ଥାରେ ଡ୍ରାଇଭରଙ୍କୁ ରାଜନଗର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। କଣି ଛକରେ ଲକ୍ଷ୍ମୀ ବସ୍‌ ଏବଂ ଏକ ଟ୍ରକ ମଧ୍ୟରେ ଧକ୍କା ହୋଇଥିଲା। ଏହାକୁ ନେଇ ସ୍ଥାନୀୟ ଲୋକେ ଉତ୍ତେଜିତ ହୋଇପଡ଼ିଥିଲେ। ଫଳରେ ଲକ୍ଷ୍ମୀ ବସ୍‌ର ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ଘୋଷାଡ଼ି ଆଣି ପ୍ରବଳ ମାଡ଼ ମାରିଥିଲେ। ତେବେ ଏଥିରେ କାହାର ତ୍ରୁଟି ସ୍ପଷ୍ଟ ହୋଇନି, ଥାନାରେ ଅଭିଯୋଗ ହୋଇଥିବା ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.5 ° C
    27.5 °
    27.5 °
    15 %
    1.5kmh
    0 %
    Sat
    28 °
    Sun
    40 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ