Saturday, October 3, 2026
23.6 C
Odisha

    ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ତାଣ୍ଡବ , ମତ୍ସ୍ୟଜୀବୀଙ୍କୁ ୩ ଦିନ ସମୁଦ୍ର ମନା

    ଆଗକୁ ପଢନ୍ତୁ

    ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବ୍ୟାପକ ବର୍ଷା ହେଊଛି । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ କେତେକ ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପବନର ବେଗ ଅଧିକ ରହିବା ସହ ସମୁଦ୍ର ଅଶାନ୍ତ ରହିବ ।ଏଥିପାଇଁ ମତ୍ସ୍ୟଜୀବୀମାନଙ୍କ ତିନି ଦିନ ପ୍ରଯ୍ୟନ୍ତ ସମୁଦ୍ର ନଯିବାକୁ ବାରଣ କରାଯାଇଛି । ଏସଆରସିଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ସାମୁଦ୍ରିକ ମତ୍ସ୍ୟବିଭାଗ ପକ୍ଷରୁ ସାଗର ମିତ୍ର ମାନଙ୍କ ଜରିଆରେ ମତ୍ସ୍ୟଜୀବୀମାନଙ୍କୁ ସଚେତନ କରାଯାଇଛି । ମାଇକ ଯୋଗେ ସଚେତନତା ମଧ୍ୟ୍ୟ ସଚେତନତା କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    79 %
    1.6kmh
    7 %
    Sat
    23 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ