Tuesday, September 1, 2026
23.7 C
Odisha

    ଲଘୁଚାପ ପ୍ରଭାବରେ ବର୍ଷା ଜାରି, ୩ ଦିନ ପ୍ରବଳ ବର୍ଷିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବର୍ଷୁଛି ଆହୁରି ବର୍ଷିବ । ଲଘୁଚାପ ପ୍ରଭାବରେ ବର୍ଷା ଜାରି । ୩ ଦିନ ପ୍ରବଳ ବର୍ଷିବ । ବଙ୍ଗୋପସାଗରରେ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନବର୍ତ୍ତୀ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ପ୍ରଭାବରେ ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ଏବଂ ୧୮ ତାରିଖରେ ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୯ ତାରିଖରେ ମାଲକାନଗିରି ଏବଂ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.7 ° C
    23.7 °
    23.7 °
    93 %
    2.6kmh
    100 %
    Tue
    26 °
    Wed
    29 °
    Thu
    29 °
    Fri
    30 °
    Sat
    30 °

    ସମ୍ବନ୍ଧିତ