Tuesday, March 10, 2026
36.8 C
Odisha

    ଲଜ୍ଜା: ୩ ବର୍ଷର କୁନି ଝିଅ ସହ ଦୁଷ୍କର୍ମ ଅଭିଯୋଗ

    ଆଗକୁ ପଢନ୍ତୁ

    ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ୩ ବର୍ଷର କୁନି ଝିଅ ସହ ଦୁଷ୍କର୍ମ ନେଇ ଆସିଲା ସାଙ୍ଘାତିକ ଅଭିଯୋଗ। ଘଟଣା ଘଟିଛି ଏୟାରଫିଲଡ଼ ଥାନା ଅନ୍ତର୍ଗତ ପାଞ୍ଚ ଗାଁର ଗୋଠ ସାହିରେ । ସେହି ଗାଁ ର ଜଣେ ଯୁବକ ଏଭଳି କୁକର୍ମ କରିଥିବା ନେଇ ଏୟାରଫିଲଡ଼ ଥାନାରେ ହୋଇଛି ଅଭିଯୋଗ। ପୀଡିତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ବଡ଼ ମେଡ଼ିକାଲ ସ୍ଥାନାନ୍ତରିତ କରାଯାଇଛି। ପ୍ରଚୁର ମାତ୍ରାରେ ପୀଡିତା ଙ୍କର ରକ୍ତଶ୍ରାବ ହେଉଥିବା ଜଣାପଡିଛି। ସେପଟେ ଅଭିଯୁକ୍ତ ଜଣଙ୍କ କେଉଁଆଡ଼େ ଫେରାର ହୋଇଯାଇଛନ୍ତି । ଥାନାରେ ଅଭିଯୋଗ ପରେ ପୁଲିସ ଅଭିଯୁକ୍ତଙ୍କ ଭାଇ ଓ ଭିଣୋଇଙ୍କୁ ଉଠେଇ ଆଣି ଥାନାରେ ପଚରାଉଚରା କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.8 ° C
    36.8 °
    36.8 °
    17 %
    4.5kmh
    2 %
    Tue
    36 °
    Wed
    38 °
    Thu
    38 °
    Fri
    40 °
    Sat
    40 °

    ସମ୍ବନ୍ଧିତ