Wednesday, August 19, 2026
24.8 C
Odisha

    ଲାଇଭ ଭିଡିଓ କରି ଜୀବନ ହାରିଲେ ସାମ୍ବାଦିକା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଲାଇଭ ଭିଡିଓ କରି ଜୀବନ ହାରିଲେ ସାମ୍ବାଦିକା । ମୃତ ସାମ୍ବାଦିକଙ୍କ ନାଁ ମଧୁସ୍ମିତା ପରିଡା । ସେ ଏକ ୱେବ ଚ୍ୟାନେଲରେ କାମ କରୁଥିଲେ । ବାପୁଜିନଗର ନିକଟ ରେଳ ଧାରଣାରୁ ମୃତଦେହ ଉଦ୍ଧାର କରାଯାଇଛି। ଟ୍ରେନ୍ ଆଗକୁ ଡେଇଁ ସେ ଆତ୍ମହତ୍ୟା କରିଥିବା ସନ୍ଦେହ। ସୂଚନା ଅନୁଯାୟୀ, ମଧୁସ୍ମିତା ବିବାହ କରି ଭୁବନେଶ୍ୱରରେ ରହୁଥିଲେ। ତାଙ୍କ ସ୍ୱାମୀ ବାହାରେ ରହୁଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ କ୍ୟାପିଟାଲ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଚଳାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.8 ° C
    24.8 °
    24.8 °
    91 %
    1.9kmh
    73 %
    Wed
    25 °
    Thu
    29 °
    Fri
    29 °
    Sat
    25 °
    Sun
    25 °

    ସମ୍ବନ୍ଧିତ