Wednesday, April 8, 2026
24.2 C
Odisha

    ଲାଲକିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ, ଖଲିସ୍ତାନୀ ଗ୍ରୁପ ନାମରେ ଆସିଲା ଧମକପୂର୍ଣ୍ଣ ଇମେଲ

    ଆଗକୁ ପଢନ୍ତୁ

     

    ସେହିପରି ଆଜି ସକାଳେ ଦିଲ୍ଲୀର ଦୁଇଟି ପ୍ରତିଷ୍ଠିତ ସ୍କୁଲକୁ ବୋମାରେ ଉଡ଼ାଇଦେବା ପାଇଁ ଇମେଲ୍ ଜରିଆରେ ଧମକ ମିଳିଛି । ଏହି ଖବର ପ୍ରସାରିତ ହେବା ପରେ ସୁରକ୍ଷା ସଂସ୍ଥା ଏବଂ ଅଭିଭାବକମାନଙ୍କ ମଧ୍ୟରେ ଭୟ ଓ ଚାଞ୍ଚଲ୍ୟ ଖେଳିଯାଇଛି । ଧୌଲାକୁଆଁ ସ୍ଥିତ ଆର୍ମି ପବ୍ଲିକ୍ ସ୍କୁଲ (APS) ଏବଂ ଲୋଧି ରୋଡ୍ ସ୍ଥିତ ଏୟାର ଫୋର୍ସ ବାଲ୍ ଭାରତୀ ସ୍କୁଲକୁ ଇମେଲରେ ଧମକ ମିଳିଛି ।

    ସୂଚନା ପାଇବା ମାତ୍ରେ ଦିଲ୍ଲୀ ପୋଲିସ ବୋମା ନିଷ୍କ୍ରିୟକାରୀ ଦଳ (BDS), ଡଗ୍ ସ୍କ୍ୱାଡ୍ ଏବଂ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ସୁରକ୍ଷା ଦୃଷ୍ଟିକୋଣରୁ ସ୍କୁଲ କର୍ତ୍ତୃପକ୍ଷ ତୁରନ୍ତ ପିଲାମାନଙ୍କୁ ପରିସରରୁ ବାହାର କରି ସୁରକ୍ଷିତ ସ୍ଥାନକୁ ପଠାଇ ଦେଇଛନ୍ତି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.2 ° C
    24.2 °
    24.2 °
    77 %
    1.5kmh
    0 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ