Wednesday, April 8, 2026
37.8 C
Odisha

    ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଥାନାରେ ଏତଲା, କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାଁରେ ଲିଖିତ ଅଭିଯୋଗ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମକର ସଂକ୍ରାନ୍ତି ସମୟରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଥାନାରେ ଏତଲା । ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାମରେ ଥାନାରେ ଏତଲା ଦିଆଯାଇଛି । କାର୍ଯ୍ୟରେ ଅବହେଳା ଯୋଗୁଁ ଉପାସରେ ରହିଲେ ପ୍ରଭୁ ଲିଙ୍ଗରାଜ ଓ ବନ୍ଦ ହେଲା ନୀତିକାନ୍ତି । ଏନେଇ କାର୍ଯ୍ୟନିର୍ବାହୀ ଅଧିକାରୀ ରୁଦ୍ର ନାରାୟଣ ମହାନ୍ତିଙ୍କ ନାଁରେ ଲିଖିତ ଅଭିଯୋଗ କରିଛନ୍ତି ଅମରେନ୍ଦ୍ର ଗରାବଡୁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.8 ° C
    37.8 °
    37.8 °
    13 %
    3.6kmh
    3 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ