Wednesday, January 21, 2026
29.7 C
Odisha

    ଲିଭ୍‌ଇନ୍‌ରେ ରହୁଥିଲେ ଯୁବତୀ, ଆପାର୍ଟମେଣ୍ଟରୁ ମିଳିଲା ମୃତଦେହ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆପାର୍ଟମେଣ୍ଟରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଏଭଳି ଅଭାନୀୟ ଘଟଣା ଘଟିଛି ଭୁବନେଶ୍ୱରସ୍ଥିତ ଖଣ୍ଡଗିରିରେ। ଖଣ୍ଡଗିରି ଏକ ଆପାର୍ଟମେଣ୍ଟରୁ ଯୁବତୀଙ୍କ ମୃତଦେହ ମିଳିଥିବା ବେଳେ ତାଙ୍କ ପୁରୁଷବନ୍ଧୁ ଫେରାର୍‌ ଅଛନ୍ତି। ଅନ୍ୟପକ୍ଷେ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ତାଙ୍କ ପରିବାର ଲୋକେ। ଲିଭ-ଇନ ନୁହେଁ ବରଂ ଯୁବକ ଜଣକ ବିବାହ କରିଥିବା କହିଛନ୍ତି ।
    ସୂଚନାଯୋଗ୍ୟ, ଯୁବତୀ ଜଣକ ଏମସିଏ ପଢା ସାରି ଭୁବନେଶ୍ୱରରେ ଲିଭ-ଇନ ରିଲେସନସିପରେ ରହୁଥିବା ସୂଚନା ମିଳିଛି । ଉଭୟ ପୁଅ ଏବଂ ଝିଅଙ୍କ ଘର ଗଞ୍ଜାମ ଜିଲାରେ । ସେମାନେ ଏକାଠି ଏହି ଆପାର୍ଟମେଣ୍ଟରେ ରହି ଆସୁଥିଲେ ।ଖବର ପାଇ ସାଇଣ୍ଟିଫିକ ଟିମ ସହ ଖଣ୍ଡଗିରି ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.7 ° C
    29.7 °
    29.7 °
    18 %
    2.9kmh
    0 %
    Wed
    27 °
    Thu
    30 °
    Fri
    30 °
    Sat
    31 °
    Sun
    32 °

    ସମ୍ବନ୍ଧିତ