Thursday, October 8, 2026
29.4 C
Odisha

    ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୩ ଜଣ ଯବାନ୍‌ ଆହତ

    ଆଗକୁ ପଢନ୍ତୁ

    ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ନକ୍ସଲ ଯବାନଙ୍କ ଗୁଳିର ସାମ୍ନା କରିନପାରି ମୃତ୍ୟୁବରଣ ସହ ଲୁଚି ଛପି ପଳାୟନ କରୁଛନ୍ତି। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିବା ପାଇଁ ନକ୍ସଲ ଜଂଗଲର ବିଭିନ୍ନ ସ୍ଥାନରେ ଏବଂ ରାସ୍ତାରେ ଲ୍ୟାଣ୍ଡମାଇନ ଖଞ୍ଜି ପଛରୁ ଆକ୍ରମଣ କରୁଛନ୍ତି।ଆହତ ଯବାନଙ୍କ ମଧ୍ୟରୁ ପ୍ରମୋଦ କୁମାରଙ୍କର ଗୋଡ ଓ ଦେହର ବହୁ ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି। ତୁରନ୍ତ ତିନି ଆହତ ଯବାନଙ୍କୁ ରାୟପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି ଯବାନ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.4 ° C
    29.4 °
    29.4 °
    61 %
    1.4kmh
    0 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    30 °

    ସମ୍ବନ୍ଧିତ