Friday, May 2, 2025
38.1 C
Odisha

    ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ଭାଗବତ

    ଆଗକୁ ପଢନ୍ତୁ

    ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସଏସ)ର ସରସଂଘଚାଳକ ଡ. ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଶୁକ୍ରବାର ସେ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛନ୍ତି। ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଗୁରୁବାର ସେ ଭୁବନେଶ୍ୱରରେ ରହଥିଲେ । ଶୁକ୍ରବାର ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ପରେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସୱତୀଙ୍କୁ ମଧ୍ୟ ସେ ସାକ୍ଷାତ କରିଛନ୍ତି।
    ସୂଚନାଯୋଗ୍ୟ, ଆସନ୍ତା ୧୦ ଓ ୧୧ ତାରିଖ ଦୁଇ ଦିନଧରି ପୁରୀରେ ଅନୁଷ୍ଠିତ ହେଉଥିବା ଅଖିଳ ଭାରତୀୟ ପ୍ରାନ୍ତ ସେବାପ୍ରମୁଖମାନଙ୍କର ବୈଠକରେ ସେ ଯୋଗଦେବେ । ଓଡ଼ିଶା ଗସ୍ତ ସାରି ଅଗଷ୍ଟ ୧୨ ତାରିଖ ମଧ୍ୟାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.1 ° C
    38.1 °
    38.1 °
    18 %
    3.8kmh
    0 %
    Fri
    35 °
    Sat
    39 °
    Sun
    39 °
    Mon
    40 °
    Tue
    41 °

    ସମ୍ବନ୍ଧିତ