Sunday, October 4, 2026
22.7 C
Odisha

    ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ଭାଗବତ

    ଆଗକୁ ପଢନ୍ତୁ

    ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସଏସ)ର ସରସଂଘଚାଳକ ଡ. ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଶୁକ୍ରବାର ସେ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛନ୍ତି। ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଗୁରୁବାର ସେ ଭୁବନେଶ୍ୱରରେ ରହଥିଲେ । ଶୁକ୍ରବାର ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ପରେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସୱତୀଙ୍କୁ ମଧ୍ୟ ସେ ସାକ୍ଷାତ କରିଛନ୍ତି।
    ସୂଚନାଯୋଗ୍ୟ, ଆସନ୍ତା ୧୦ ଓ ୧୧ ତାରିଖ ଦୁଇ ଦିନଧରି ପୁରୀରେ ଅନୁଷ୍ଠିତ ହେଉଥିବା ଅଖିଳ ଭାରତୀୟ ପ୍ରାନ୍ତ ସେବାପ୍ରମୁଖମାନଙ୍କର ବୈଠକରେ ସେ ଯୋଗଦେବେ । ଓଡ଼ିଶା ଗସ୍ତ ସାରି ଅଗଷ୍ଟ ୧୨ ତାରିଖ ମଧ୍ୟାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.7 ° C
    22.7 °
    22.7 °
    74 %
    1.5kmh
    1 %
    Sat
    22 °
    Sun
    30 °
    Mon
    30 °
    Tue
    31 °
    Wed
    31 °

    ସମ୍ବନ୍ଧିତ