Saturday, May 30, 2026
26.9 C
Odisha

    ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ, ସମାରୋହରେ ଉପସ୍ଥିତ ହେଲେ ପ୍ରଧାନମନ୍ତ୍ରୀ ମୋଦି

    ଆଗକୁ ପଢନ୍ତୁ

    ପଶ୍ଚିମବଙ୍ଗ : ହଜାର ହଜାର ଲୋକଙ୍କ ଉପସ୍ଥିତିରେ କଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ । ବେଙ୍ଗଲର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଶୁଭେନ୍ଦୁ ଅଧିକାରୀ । ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟତୀତ ଦିଲୀପ ଘୋଷ, ଅଗ୍ନିମିତ୍ର ପାଲ, ଅଶୋକ କୀର୍ତ୍ତନିଆ, ଖୁଦିରାମ ଟୁଡୁ ଏବଂ ନିସିଥ ପ୍ରାମାଣିକଙ୍କ ସମେତ ଅନ୍ୟ ୫ ଜଣ ନେତା ମଧ୍ୟ ଶପଥ ଗ୍ରହଣ କରିଛନ୍ତି।

    ଶୁଭେନ୍ଦୁଙ୍କ ଶପଥ ଉତ୍ସବ ପାଇଁ କୋଲକାତାରେ ପ୍ରଧାନମନ୍ତ୍ରୀ ମୋଦି । ଉପସ୍ଥିତ ଅଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଶାହ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଏଥିସହ ବିଜେପି ଅଧ୍ୟକ୍ଷ ନିତିନ ନବୀନ ମଧ୍ୟ ଉପସ୍ଥିତ ରହିଛନ୍ତି । NDA ର ଶାସିତ ରାଜ୍ୟର ସବୁ ମୁଖ୍ୟମନ୍ତ୍ରୀ ସାମିଲ ଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଏହି ଶପଥ ସମାରୋହରେ ସାମିଲ ହୋଇଥିବା ଜଣାପଡିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.9 ° C
    26.9 °
    26.9 °
    76 %
    2kmh
    99 %
    Sat
    27 °
    Sun
    39 °
    Mon
    40 °
    Tue
    41 °
    Wed
    43 °

    ସମ୍ବନ୍ଧିତ