Saturday, June 6, 2026
29.4 C
Odisha

    ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ, ସମସ୍ତ ଯାତ୍ରୀ ସୁରକ୍ଷିତ

    ଆଗକୁ ପଢନ୍ତୁ

    ସମ୍ୱଲପୁର: ଟ୍ରାକରୁ ଖସିଲା ଟ୍ରେନ୍ । ଶାଲିମାର-ସମ୍ୱଲପୁର ମହିମା ଗୋସ୍ବାମୀ ଏକ୍ସପ୍ରେସ୍ ଲାଇନଚ୍ୟୁତ । ସମ୍ୱଲପୁର ନିକଟରେ ଲାଇନଚ୍ୟୁତ ହୋଇଥିବା ପୂର୍ବତଟ ରେଲଓ୍ୱେ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ରେନଟି ଭୁବନେଶ୍ୱରରୁ ସମ୍ୱଲପୁର ଯାଉଥିବା ବେଳେ ଜେନେରାଲ୍ କୋଚର ଗୋଟିଏ ବଗି ଡିରେଲ ହୋଇଛି ।

    ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି । ସକାଳ ସାଢେ ୯ଟାରୁ ୧୦ଟା ମଧ୍ୟରେ ଟ୍ରେନ୍ ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ଲାଇନଚ୍ୟୁତ ବଗିକୁ ଛାଡି ସମ୍ବଲପୁର ଗଲା ଟ୍ରେନ୍ । ରେଲୱେ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରୁଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.4 ° C
    29.4 °
    29.4 °
    61 %
    1.2kmh
    35 %
    Sat
    40 °
    Sun
    41 °
    Mon
    42 °
    Tue
    44 °
    Wed
    42 °

    ସମ୍ବନ୍ଧିତ