Thursday, May 2, 2024
29.4 C
Odisha

    ଶିଶୁକନ୍ୟାକୁ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୧୦ ବର୍ଷ ଜେଲ୍‌

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅଞ୍ଚଳର ବହୁଚର୍ଚ୍ଚିତ ୩ ବର୍ଷ ବୟସର ଶିଶୁ କନ୍ୟାକୁ ଦୁଷ୍କର୍ମ ମାମଲାରେ ଫାଷ୍ଟ୍ରାକ୍ ପୋକ୍ସୋ କୋର୍ଟର ବିଚାରପତି ତ୍ରିବିକ୍ରମ କେଶରୀ ଚିନ୍ନରା ମାମଲାର ଶୁଣାଣି କରି ସମସ୍ତ ସାକ୍ଷ୍ୟପ୍ରମାଣ ଆଧାରରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଦୋଷୀକୁ ୧୦ ବର୍ଷ ଜେଲ୍ ଦଣ୍ଡ ଓ ଜୋରିମାନା ଦାଖଲ ନକଲେ ଅତିରିକ୍ତ ୧ ବର୍ଷ ଜେଲ୍ ଭୋଗିବାକୁ ପଡିବ ବୋଲି ରାୟରେ ପ୍ରକାଶ କରିଛନ୍ତି । ଏଥିସହ ପୀଡିତାଙ୍କୁ ଅନୁକମ୍ପାମୁଳକ ସହାୟତା ରାଶି ବାବଦକୁ ୫ ଲକ୍ଷ ଟଙ୍କା ପ୍ରଦାନ ପାଇଁ ଆଇନ୍ ସେବା ପ୍ରାଧିକରଣକୁ କୋର୍ଟ ଆଦେଶ ପ୍ରଦାନ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.4 ° C
    29.4 °
    29.4 °
    33 %
    2.1kmh
    0 %
    Thu
    43 °
    Fri
    43 °
    Sat
    43 °
    Sun
    45 °
    Mon
    44 °

    ସମ୍ବନ୍ଧିତ