Wednesday, October 14, 2026
26.2 C
Odisha

    ଶୀତଳ ଷଷ୍ଠୀ ଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଜସ୍ୱ ପାଣ୍ଠିରୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଶୀତଳ ଷଷ୍ଠୀ ଯାତ୍ରାକୁ ଆହୁରି ଭବ୍ୟ ଓ ପ୍ରଚାର ପ୍ରସାର ପାଇଁ ଅନୁଦାନ କରିଛନ୍ତି ।

    ମୁଖ୍ୟମନ୍ତ୍ରୀ ଏକ୍ସରେ କହିଛନ୍ତି, ଶୀତଳ ଷଷ୍ଠୀ ଯାତ୍ରା’ ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଐତିହ୍ୟ ସମ୍ପନ୍ନ ‘ଶୀତଳ ଷଷ୍ଠୀ’ ଯାତ୍ରାକୁ ଆହୁରି ଭବ୍ୟ କରିବା ସହ ଏହାର ପ୍ରଚାର, ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଜସ୍ୱ ପାଣ୍ଠିରୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ପ୍ରଦାନ କରିବାକୁ ଘୋଷଣା କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.2 ° C
    26.2 °
    26.2 °
    85 %
    1.6kmh
    37 %
    Wed
    24 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ