Friday, March 13, 2026
28 C
Odisha

    ଶୃଙ୍ଖଳିତ ରଥଯାତ୍ରା ପାଇଁ ଗୁରୁତ୍ବପୂର୍ଣ୍ଣ ବୈଠକ

    ଆଗକୁ ପଢନ୍ତୁ

    ପୁରୀ : ଶୃଙ୍ଖଳିତ ରଥଯାତ୍ରା ପାଇଁ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନର ବୈଠକ।ଏହି ବୈଠକ ମୁଖ୍ୟ ପ୍ରଶାସକଙ୍କ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ବସିଛି। ଏହି ବୈଠକରେ ଜିଲ୍ଲାପାଳ, ଦଇତାପତି ନିଯୋଗର ସଭାପତି, ସମ୍ପାଦକଙ୍କ ସହିତ ଚାରି ବାଡ଼ଗ୍ରାହୀ ଏବଂ ଶ୍ରୀମନ୍ଦିର ପ୍ରଶାସନର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ। ଏହି ବୈଠକରେ ଶୃଙ୍ଖଳିତ ଘୋଷଯାତ୍ରା ସମ୍ପାଦନା ନେଇ ଚାଲିଛି ଆଲୋଚନା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28 ° C
    28 °
    28 °
    13 %
    0.7kmh
    0 %
    Fri
    31 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ