Saturday, April 11, 2026
30.4 C
Odisha

    ଶୋଇଥିବାବେଳେ ଘରେ ଲାଗିଗଲା ନିଆଁ, ଜଳିଗଲା ନଗଦ ୮ ଲକ୍ଷ ଟଙ୍କା ସହ ଅସବାପାତ୍ର

    ଆଗକୁ ପଢନ୍ତୁ

    ଖଲ୍ଲିକୋଟ    :   ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଟାଉନସ୍ଥିତ ଧରାକୋଟ ସାହିରେ ଶନିବାର ବିଳମ୍ବିତ ରାତିରେ ଦିଲୀପ ଖୁଣ୍ଟିଆଙ୍କ ପରିବାର ଖାଇ ପିଇ ଶୋଇଥିବାବେଳେ ଶଟ୍‌ସର୍କିଟ୍‌ରୁ ନିଆଁ ଲାଗିଯାଇଥିଲା। ହଠାତ୍‌ ପଛଘର ପଟୁ ନିଆଁ ବାହାରିବା ଦେଖି ଦିଲ୍ଲୀପ ପରିବାରର ସମସ୍ତ ସଦସ୍ୟଙ୍କୁ ଧରି ପ୍ରାଣରକ୍ଷା କରି ବାହାରକୁ ଦୌଡ଼ି ପଳାଇ ଆସିଥିଲେ। ନିଆଁର ବେଗ ଏତେ ପ୍ରଖର ଥିଲା ଯେ, ଦେଖୁ ଦେଖୁ ଖୁବ୍‌ ଜୋର୍‌ରେ ବ୍ୟାପୀ ଯାଇଥିଲା। ଯାହାଫଳରେ ଘରର ସିନ୍ଦୁକ, ଆଲମିରା, ଖଟ, ଫ୍ରିଜ୍‌ ଓ ନଗଦ ୮ ଲକ୍ଷ ଟଙ୍କା ପୋଡ଼ି ପାଉଁଶ ହୋଇଯାଇଥିଲା। ପରେ ପରେ ରମ୍ଭା ଓ ଖଲ୍ଲିକୋଟ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.4 ° C
    30.4 °
    30.4 °
    14 %
    2kmh
    0 %
    Sat
    32 °
    Sun
    40 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ