Wednesday, March 25, 2026
25.5 C
Odisha

    ଶ୍ବଶୁର ଘରେ ଜ୍ବାଇଁକୁ ହତ୍ୟା ଅଭିଯୋଗ, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

    ଆଗକୁ ପଢନ୍ତୁ

    ବଲାଙ୍ଗିର : ଶ୍ବଶୁର ଘରେ ଜ୍ବାଇଁକୁ ହତ୍ୟା । ବଲାଙ୍ଗିର ତୁଳସୀନଗର ରେ ଅଭାବନୀୟ ଘଟଣା l ପାରିବାରିକ ଗଣ୍ଡଗୋଳ ରେ ଚାଲିଗଲା ଜ୍ୱାଇଁଙ୍କ ଜୀଵନ l ପିଟି ପିଟି ଶ୍ୱଶୁର ଘର ଲୋକ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ହେଲେ ତୁଳସୀ ନଗରର ଯଦୁ । ଗୁରୁତର ଅବସ୍ଥାରେ ବଲାଙ୍ଗିର ଭୀମଭୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା l ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଛି l ବଲାଙ୍ଗିର ଟାଉନ ପୋଲିସ ଘଟଣାର ତଦନ୍ତ କରୁଥିବା ବେଳେ ହତ୍ୟାର କାରଣ ଜଣା ପଡ଼ିନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.5 ° C
    25.5 °
    25.5 °
    64 %
    2.1kmh
    39 %
    Wed
    26 °
    Thu
    38 °
    Fri
    40 °
    Sat
    40 °
    Sun
    41 °

    ସମ୍ବନ୍ଧିତ