Sunday, September 6, 2026
30.4 C
Odisha

    ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ

    ଆଗକୁ ପଢନ୍ତୁ

     

    ସେହିପରି ଚାରିଦିନ ପୂର୍ବରୁ ସୂଚନାଥିଲା କି,  ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG । ଲୋକସେବା ଭବନରେ ତୈଳ କମ୍ପାନୀର ପ୍ରତିନିଧି ଏବଂ ଯୋଗାଣ ବିଭାଗ ସଚିବଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ସୂଚନା ଦେଇଥିଲେ । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସହରାଞ୍ଚଳରେ ପିଏନ୍‌ଜି ସଂଯୋଗକୁ ବାଧ୍ୟତାମୂଳକ କରାଯାଇଥିଲା । ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ବୋଲି କୁହାଯାଇଥିଲା ଏହି ନିୟମ । ପ୍ରଥମେ ସହରାଞ୍ଚଳରେ ଲାଗୁହେବ ନିୟମ । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ କାର୍ଯ୍ୟକାରୀ କରାଯିବ ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.4 ° C
    30.4 °
    30.4 °
    69 %
    1.6kmh
    95 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    27 °

    ସମ୍ବନ୍ଧିତ