Tuesday, January 20, 2026
22.2 C
Odisha

    ଶ୍ରୀମନ୍ଦିରରେ ଆରମ୍ଭ ହେଲା ମହାପ୍ରଭୁଙ୍କ ପହିଲି ଭୋଗ ନୀତି

    ଆଗକୁ ପଢନ୍ତୁ

    ପୁରୀ: ପବିତ୍ର ଧନୁ ସଂକ୍ରାନ୍ତି ଉପଲକ୍ଷେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ସ୍ବତନ୍ତ୍ର ଚୁଲିରେ ଏହି ଭୋଗ ପ୍ରସ୍ତୁତ ହୋଇଥାଏ। ପହିଲି ଭୋଗ ସହ ଗୋପାଳବଲ୍ଲଭ ପୂଜା ଅନୁଷ୍ଠିତ ହୁଏ। ଠାକୁରଙ୍କ ସଅଳ ଦର୍ଶନ ସହ ମହାପ୍ରସାଦ ପାଇବେ ଶ୍ରଦ୍ଧାଳୁ। ଏଣେ ଅପରାହ୍ଣରେ ଠାକୁରଙ୍କ ଦିବା ପହୁଡ଼ ନୀତି ଅନୁଷ୍ଠିତ ହେବ। ସାଧାରଣ ଦିନରେ ଶ୍ରୀମନ୍ଦିର ନୀତିରେ ଠାକୁରଙ୍କ ବେଶ ପରେ ରୋଷହୋମ ହୋଇଥାଏ। ରୋଷହୋମରୁ ଅଗ୍ନି ଆସିଲେ ଠାକୁରଙ୍କ ଭୋଗ ରନ୍ଧାଯିବା ପାଇଁ ଚୁଲି ଲାଗିଥାଏ। ପହିଲି ଭୋଗ ମାସରେ କିନ୍ତୁ ମଙ୍ଗଳ ଆଳତି ପରେ ରୋଷହୋମ କରାଯାଏ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.2 ° C
    22.2 °
    22.2 °
    37 %
    0.7kmh
    0 %
    Tue
    30 °
    Wed
    31 °
    Thu
    30 °
    Fri
    31 °
    Sat
    32 °

    ସମ୍ବନ୍ଧିତ