Sunday, March 1, 2026
22.4 C
Odisha

    ଶ୍ରୀମନ୍ଦିରରେ ଆୟୋଜିତ ହେବ ବନକଲାଗି ନୀତି: ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

    ଆଗକୁ ପଢନ୍ତୁ

    ମହାପ୍ରଭୁଙ୍କ ଆଜି ଶ୍ରାବଣ-ଶୁକ୍ଳ ତୃତୀୟା ତିଥିରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ୟ୍ୟନ୍ତ ସାଧାରଣ ଭକ୍ତ ପାଇଁ ଶ୍ରୀ ମନ୍ଦିର ବନ୍ଦ ରହିବ। ଏହା ମହାପ୍ରଭୁଙ୍କ ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେପର୍ଯ୍ୟନ୍ତ ଏହି ନୀତି ଚାଲେ ସେହି ସମୟ ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିଥାଏ । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    39 %
    2.5kmh
    4 %
    Sat
    23 °
    Sun
    36 °
    Mon
    36 °
    Tue
    37 °
    Wed
    38 °

    ସମ୍ବନ୍ଧିତ