Friday, January 9, 2026
13.3 C
Odisha

    ଶ୍ରୀମନ୍ଦିରରେ କରାଯିବ ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି: ୱାଇ.ବି.ଖୁରାନିଆ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଖୁବଶୀଘ୍ର ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି କରାଯିବା ନେଇ ପ୍ରତିକ୍ରିୟା ରଖିଲେ ପୋଲିସ ଡିଜି ୱାଇ. ବି. ଖୁରାନିୟା । ଶ୍ରୀମନ୍ଦିରର ସୁରକ୍ଷା ସହ ଶ୍ରଦ୍ଧାଳୁଙ୍କ ସୁରକ୍ଷା ସର୍ବାଧିକ ପ୍ରାଥମିକତା ବୋଲି କହିଛନ୍ତି ପୋଲିସ ମହାନିର୍ଦ୍ଦେଶକ । ଆଜି ଶ୍ରୀ ମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଏକଥା କହିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି.ଖୁରାନିଆ । ନୂଆ କରି ଦାୟିତ୍ୱ ନେବା ପରେ ଆଜି ଶ୍ରୀ ମନ୍ଦିର ଆସି ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିବା ସହ, ଲଷ୍ମୀ ମନ୍ଦିର, ବଟ ଗଣେଶ, ଅନାନ୍ୟ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନ କରିଥିଲେ । ପୋଲିସ ଡ଼ିଜିଙ୍କ ସହ ତାଙ୍କ ଧର୍ମ ପତ୍ନୀ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    13.3 ° C
    13.3 °
    13.3 °
    31 %
    1.9kmh
    21 %
    Thu
    13 °
    Fri
    25 °
    Sat
    26 °
    Sun
    27 °
    Mon
    29 °

    ସମ୍ବନ୍ଧିତ