Sunday, March 29, 2026
31.5 C
Odisha

    ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ପାଇଁ ହେବ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା, ମୁଖ୍ୟ ପ୍ରଶାସକ ଅଧ୍ୟକ୍ଷତାରେ ହୋଇଛି ଆଲୋଚନା

    ଆଗକୁ ପଢନ୍ତୁ

    ପୁରୀ : ପୁରୀ ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ପାଇଁ ହେବ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା । ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପା଼ଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରାରମ୍ଭିକ ଆଲୋଚନା ହୋଇଛି । ଏଥିରେ ଶ୍ରୀମନ୍ଦିର ପରିଚାଳନା କମିଟି ସେବକ ସଦସ୍ୟଙ୍କ ସମେତ ବରିଷ୍ଠ ସେବକ ମଧ୍ୟ ନିମନ୍ତ୍ରିତ ସଦସ୍ୟ ଭାବରେ ଯୋଗ ଦେଇ ଥିଲେ । ଦିବ୍ୟାଙ୍ଗଙ୍କ ସୁବିଧା ପାଇଁ ପ୍ରସ୍ତାବିତ ମାର୍ଗଦର୍ଶିକା ଆଗାମୀ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଉପସ୍ଥାପନ କରାଯିବ ବୋଲି ମତ ପ୍ରକାଶ ପାଇଥିଲା । ପରିଚାଳନା କମିଟି ଅନୁମୋଦନ କ୍ରମେ ପ୍ରସ୍ତାବିତ ମାର୍ଗଦର୍ଶିକାକୁ କାର୍ଯ୍ୟକାରୀ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟପ୍ରଶାସନ ଡ. ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.5 ° C
    31.5 °
    31.5 °
    19 %
    1.7kmh
    0 %
    Sun
    34 °
    Mon
    40 °
    Tue
    38 °
    Wed
    39 °
    Thu
    41 °

    ସମ୍ବନ୍ଧିତ