Wednesday, July 1, 2026
25.5 C
Odisha

    ଶ୍ରୀମନ୍ଦିର ପତିତପାବନ ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି

    ଆଗକୁ ପଢନ୍ତୁ

    ପୁରୀ : ଶ୍ରୀମନ୍ଦିର ପତିତପାବନ ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି । ଆଜି ଘଡଘଡ଼ି ସହ ବର୍ଷା ଲାଗି ରହିଥିବା ବେଳେ ପ୍ରବଳ ପବନ ମଧ୍ୟ ବୋହୁଛି । ତେବେ ଧ୍ୱଜା ପରିବର୍ତ୍ତନ ହେବା ପୂର୍ବରୁ ପତିତପାବନ ବାନାରେ ଏହି ଶୂନ୍ୟ ଗଣ୍ଠି ଦେଖିବାକୁ ମିଳିଛି । ତେବେ ଧ୍ୱଜା ପରିବର୍ତ୍ତନ ହେବା ପୂର୍ବରୁ ପତିତପାବନ ବନାରେ ଏହି ଶୂନ୍ୟ ଗଣ୍ଠି ଦେଖିବାକୁ ମିଳିଛି । ଶୂନ୍ୟରେ ବାନା ଗୁଡ଼ାଇ ହୋଇ ଗଣ୍ଠି ପଡ଼ିଥିବା ଦେଖିଥିଲେ, ଯାହାକି ଅତ୍ୟନ୍ତ ବିରଳ ଘଟଣା ଓ ଶୁଭ ବୋଲି ବିଚାର କରାଯାଏ । ଯଦି ନୀଳଚକ୍ରରେ ଅତ୍ୟଧିକ ବାନା ବନ୍ଧା ହୋଇଥାଏ, ତା’ହେଲେ ପ୍ରବଳ ପବନ କିମ୍ବା ଝଡ଼ବର୍ଷା ହେଲେ ସେଗୁଡ଼ିକ ପରସ୍ପର ମଧ୍ୟରେ ଛନ୍ଦି ହୋଇଥା’ନ୍ତି ଏବଂ ଏହି ଗଣ୍ଠି (ଶୂନ୍ୟ ଗଣ୍ଠି) ପଡ଼ିଥାଏ । ବାନା ଗୁଡ଼ିକ ପରସ୍ପର ମଧ୍ୟ ବାଡ଼େଇ ହୋଇ କେଉଁଠି କେମିତି ସବୁ ଗଣ୍ଠି ପଡ଼ିଥାଏ ଯେ କିଛି ବୁଝି ହୁଏ ନାହିଁ ।
    ଯେତେବେଳଜ ଶ୍ରୀମନ୍ଦିର ନୀଳଚକ୍ରରେ ୧୫୧ ହାତ ବାନା ଲଗାଯାଉଥିଲା ସେତେବେଳେ ଅନେକ ସମୟରେ ଶୂନ୍ୟ ଗଣ୍ଠି ପଡୁଥିଲା । କିନ୍ତୁ ଯେବେଠାରୁ ୧୪ହାତିଆ ବାନା ଲାଗୁଛି ଶୂନ୍ୟ ଗଣ୍ଠି ସମୟ ସମୟରେ ଦେଖିବାକୁ ମିଳୁଛି । ଯଦି ନୀଳଚକ୍ରରେ ଅତ୍ୟଧିକ ବାନା ବନ୍ଧା ହୋଇଥାଏ, ତା’ହେଲେ ପ୍ରବଳ ପବନ କିମ୍ବା ଝଡ଼ବର୍ଷା ହେଲେ ସେଗୁଡ଼ିକ ପରସ୍ପର ମଧ୍ୟରେ ଛନ୍ଦି ହୋଇଥା’ନ୍ତି ଏବଂ ଶୂନ୍ୟ ଗଣ୍ଠି ପଡ଼ିଥାଏ । ବାନାଗୁଡ଼ିକ ପରସ୍ପର ମଧ୍ୟ ବାଡ଼େଇ ହୋଇ କେଉଁଠି କେମିତି ସବୁ ଗଣ୍ଠି ପଡ଼ିଥାଏ ଯେ କିଛି ବୁଝି ହୁଏ ନାହିଁ । ଯେତେବେଳଜ ଶ୍ରୀମନ୍ଦିର ନୀଳଚକ୍ରରେ ୧୫୧ ହାତ ବାନା ଲଗାଯାଉଥିଲା ସେତେବେଳେ ଅନେକ ସମୟରେ ଶୂନ୍ୟ ଗଣ୍ଠି ପଡୁଥିଲା । କିନ୍ତୁ ଯେବେଠାରୁ ୧୪ହାତିଆ ବାନା ଲାଗୁଛି ଶୂନ୍ୟ ଗଣ୍ଠି ସମୟ ସମୟରେ ଦେଖିବାକୁ ମିଳୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    25.5 ° C
    25.5 °
    25.5 °
    89 %
    0.6kmh
    100 %
    Tue
    25 °
    Wed
    28 °
    Thu
    32 °
    Fri
    30 °
    Sat
    31 °

    ସମ୍ବନ୍ଧିତ