Sunday, October 4, 2026
29.6 C
Odisha

    ଶ୍ରୀମନ୍ଦିର ପରିସରରେ ଅଗ୍ନିକାଣ୍ଡ

    ଆଗକୁ ପଢନ୍ତୁ

    ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିସର ମଧ୍ୟରେ ଅଗ୍ନିକାଣ୍ଡ ଘଟିଛି । ବଡ଼ ଦେଉଳ ଭିତର ବେଢାର ମା କାଳୀଙ୍କ ମନ୍ଦିରରେ ନିଆଁ ଲାଗିଥିବା ନେଇ ସୂଚନା ମିଳିଛି । ସର୍ଟ ସର୍କିଟ ଯୋଗୁଁ ମନ୍ଦିରରେ ନିଆଁ ଲାଗିଥିବା ଜାଣିବାକୁ ମିଳିଛି । ତେବେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ମନ୍ଦିର କର୍ମଚାରୀ ଲାଇନ୍ କାଯିବା ପରେ ନିଆଁ ଲିଭାଇଛନ୍ତି ଅଗ୍ନିଶମ ବିଭାଗର କର୍ମଚାରୀ । ନିଆଁ ଆୟତ୍ତ ହେବା ପରେ ବିଦ୍ୟୁତ ସରବରାହ ସ୍ୱାଭାବିକ ସ୍ଥିତିକୁ ଫେରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ