Wednesday, April 8, 2026
37.8 C
Odisha

    ଶ୍ରୀମନ୍ଦିର ଭିତରେ ପୁଣି ହିଡେନ କ୍ୟାମେରା ଜବତ, ସେବକ ବେଶରେ ଗର୍ଭଗୃହରେ ପଶିଲେ ଭକ୍ତ

    ଆଗକୁ ପଢନ୍ତୁ

    ପୁରୀ: ପୁରୀ ଶ୍ରୀମନ୍ଦିର ଭିତରେ ପୁଣି ହିଡେନ କ୍ୟାମେରା ଜବତ । ଶ୍ରୀମନ୍ଦିର ଜଗମୋହନ ନିକଟରେ ହିଡେନ କ୍ୟାମେରା ଜବତ । ଚଷମାରେ ହିଡେନ କ୍ୟାମେରା ପିନ୍ଧିଥିବା ଭକ୍ତ ଭରତ ପାଣ୍ଡିଆ ପ୍ରୋଟକଲରେ ମନ୍ଦିର ଭିତରେ ପ୍ରବେଶ କରିଥିବା ସୂଚନା ମିଳିଛି । ଅବକାଶ ନୀତି ପରେ ଜଗମୋହନରେ ଦର୍ଶନ ଚାଲିଥିବା ସମୟରେ ଭରତ ହିଡେନ କ୍ୟାମେରା ଯୁକ୍ତ ଚଷମା ପିନ୍ଧିଥିବା ଜଣାପଡିଥିଲା ।

    ଅନ୍ୟପଟେ ଶ୍ରୀ ମନ୍ଦିର ଗର୍ଭଗୃହରେ ସେବକ ବେଶରେ ପଶିଲେ ଭକ୍ତ । ତାଙ୍କୁ ଜେଟିପି ଅଟକ ରଖି ଗାରଦରେ ପଚରା ଉଚରା କରିଥିଲା । ପରେ କାର୍ଯ୍ୟାଳୟରେ ତାଙ୍କ ଠାରୁ ବିସ୍ତୃତ ତଥ୍ୟ ନିଆଯାଇଥିଲା । ଏହା ପରେ ତାଙ୍କୁ ସିଂହଦ୍ବାର ଥାନାକୁ ପଠାଯାଇଥିବାସୂଚନା ମିଳିଛି । ପୂର୍ବରୁ ବାରମ୍ବାର ହିଡେନ କ୍ୟାମେରା ଯୁକ୍ତ ଚଷମା ଜବତ କରାଯାଇଥିଲା । ବାରମ୍ବାର ଏପରି ଘଟଣାକୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି l

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.8 ° C
    37.8 °
    37.8 °
    13 %
    3.6kmh
    3 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ