Friday, October 2, 2026
25.2 C
Odisha

    ଶ୍ରୀମନ୍ଦିର ଭିତରେ ଫେକ୍ ଆର୍ମୀ ଅଫିସର, ଧରିଲା ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ

    ଆଗକୁ ପଢନ୍ତୁ

    ପୁରୀ  : ଶ୍ରୀମନ୍ଦିର ଭିତରେ ଧରାପଡ଼ିଲା ଫେକ୍ ଆର୍ମୀ ଅଫିସର । ନକଲି ଆର୍ମୀ ଅଫିସରଙ୍କୁ ଧରିଲେ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ । ଆର୍ମୀ ଅଫିସର ପରିଚୟ ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିବା ବେଳେ ଧରାପଡିଛନ୍ତି । ନିଜକୁ ରାଜସ୍ଥାନର ବୋଲି ପରିଚୟ ଦେଇଥିବା ଜଣାପଡିଛି । ବ୍ୟକ୍ତି ଜଣକ ପିନ୍ଧିଥିବା ଆର୍ମୀ ପୋଷାକର କାନ୍ଧରେ ଅଶୋକ ସ୍ତମ୍ଭ ମଧ୍ୟ ରହିଛି । ତାଙ୍କୁ ଅଟକ ରଖି ଅଧିକ ପଚରାଉଚୁରା କରୁଛି ସିଂହଦ୍ଵାର ଥାନା ପୋଲିସ୍ ।

     

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ